Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
Congress
Modi
Delhi
Viral
मारपीट
Crime
Jharkhand
Dm
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh

News in Sundargarh Town

SMS News Bureau Rourkela 

ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ।

ଉଦିତନଗର ପଡ଼ିଆରେ ଅନୁଷ୍ଠିତ ୮୦ତମ ସ୍ଵାଧୀନତା ଦିବସ ସମାରୋହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର୍(ଭା.ପ୍ର.ସେ) ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଉରକେଲାର ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା।

ସମାରୋହରେ ରାଉରକେଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନିତେଶ ୱାଧୱାନି, ରାଉରକେଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ରବି ମୀନା, ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଚନ୍ଦ୍ରକାନ୍ତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଚିତ୍ତାକର୍ଷକ ପରେଡ୍ ପ୍ରଦର୍ଶନକୁ ଉପଭୋଗ କରିବା ପାଇଁ ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

#smsnewsnetwork #independencedayindia #IndependenceDay #independencedaycelebration #Raurkela
#15thaugust #raurkelamunicipalcorporation #raurkelasmartcity #RMCity

SMS News Bureau Rourkela ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ। ଉଦିତନଗର ପଡ଼ିଆରେ ଅନୁଷ୍ଠିତ ୮୦ତମ ସ୍ଵାଧୀନତା ଦିବସ ସମାରୋହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର୍(ଭା.ପ୍ର.ସେ) । ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଉରକେଲାର ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ସମାରୋହରେ ରାଉରକେଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନିତେଶ ୱାଧୱାନି, ରାଉରକେଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ରବି ମୀନା, ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଚନ୍ଦ୍ରକାନ୍ତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଚିତ୍ତାକର୍ଷକ ପରେଡ୍ ପ୍ରଦର୍ଶନକୁ ଉପଭୋଗ କରିବା ପାଇଁ ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। #smsnewsnetwork #independencedayindia #IndependenceDay #independencedaycelebration #Raurkela #15thaugust #raurkelamunicipalcorporation #raurkelasmartcity #RMCity

Sundargarh Town, Sundargarh | Aug 15, 2026

ବିରମିତ୍ରପୁର; ବିଧାୟକ ଙ୍କ ଆଇନ ପରାମର୍ଶଦାତା ତଥା ଓକିଲ ମହମ୍ମଦ ଏଜାଜ ଆଲାମ ଙ୍କ ସ୍ବାଧୀନତା ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା 

#smsnewsnetwork #biramitrapur #advocate #mohdejajalam #independenceday

ବିରମିତ୍ରପୁର; ବିଧାୟକ ଙ୍କ ଆଇନ ପରାମର୍ଶଦାତା ତଥା ଓକିଲ ମହମ୍ମଦ ଏଜାଜ ଆଲାମ ଙ୍କ ସ୍ବାଧୀନତା ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା #smsnewsnetwork #biramitrapur #advocate #mohdejajalam #independenceday

Sundargarh Town, Sundargarh | Aug 14, 2026

ବିରମିତ୍ରପୁର; ବିଧାୟକ ରୋହିତ ଯୋଶେଫ୍ ତିର୍କୀ ଙ୍କ ସ୍ବାଧୀନତା ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା।

#smsnewsnetwork #biramitapur #MLA #Rohitjosephtirkey #independenceday

ବିରମିତ୍ରପୁର; ବିଧାୟକ ରୋହିତ ଯୋଶେଫ୍ ତିର୍କୀ ଙ୍କ ସ୍ବାଧୀନତା ଦିବସ ଅବସରରେ ଶୁଭେଚ୍ଛା ବାର୍ତ୍ତା। #smsnewsnetwork #biramitapur #MLA #Rohitjosephtirkey #independenceday

Sundargarh Town, Sundargarh | Aug 14, 2026