Public App Logo
ସ୍ଵାଭିମାନ ଅଞ୍ଚଳରେ ନିଶାମୁକ୍ତ ଭାରତ ଅଭିଯାନ: ନିଶାମୁକ୍ତ ସମାଜ ଓ ବିକଳ୍ପ ଜୀବିକା ଗଠନ ପାଇଁ ଜିଲ୍ଲାପାଳଙ୍କ ଆହ୍ଵାନ I ମାଲକାନଗିରି ଜିଲ୍ଲା ସ୍ଵାଭିମାନ ଅଞ୍ଚଳର ନାକାମାମୁଡ଼ି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନିଶାମୁକ୍ତ ଭାରତ ଓ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଜନସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳରୁ ନିଶାର କୁପ୍ରଭାବ ଓ ବେଆଇନ ଚାଷର ଅନ୍ଧକାରକୁ ସଂପୂର୍ଣ୍ଣ ରୂପେ ଦୂର କରି ଯୁବପିଢ଼ିଙ୍କୁ ଏକ ସୁସ୍ଥ ତଥା ପ୍ରଗତିଶୀଳ ସମାଜ ସହ ଯୋଡ଼ିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। - Malkangiri News