Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

#ବଙ୍ଗୋପସାଗରରେ_ଆସୁଛି_ପୁଣି_ଏକ_ଲଘୁଚାପ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। #odishaweatherupdates #OdishaRain #BayOfBengal #RainAlert #IMD #WeatherUpdate #HeavyRainfall #bharatnewsodia

Singla, Balasore | Aug 16, 2026

MORE NEWS