Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

#ଆଉ_ନାହାନ୍ତି_ପୂର୍ବତନ_ମନ୍ତ୍ରୀ_ସୁଶାନ୍ତ_ସିଂ ଚିକିତ୍ସାଧିନ ଅବସ୍ଥାରେ ସୁଶାନ୍ତଙ୍କ ଦେହାନ୍ତ । ଭୁବନେଶ୍ୱର ସ୍ଥିତ ଆପାଲୋ ହସ୍ପିଟାଲ୍ ରେ ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୁଶାନ୍ତ। ଭଟଲି ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ ତଥା ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ଥିଲେ ସୁଶାନ୍ତ ସିଂ । ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛୁ । 💐💐💐🙏🏼🙏🏼🙏🏼 💐💐💐🙏🏼🙏🏼 #follower #apnodia

MORE NEWS