ଜୁନାଗଡ: ଗୋଲାମୁଣ୍ଡା ବ୍ଲକ ସ୍ଥରୀୟ କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟୟରେ
ଗୋଲାମୁଣ୍ଡା ବ୍ଲକ ସ୍ଥରୀୟ କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟୟରେ ଆଜି 2ତାରିଖ ଅପରାହ୍ନ 5ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ ସ୍ଥରିୟ କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟୟରେ ପହଂଚିଛି ତେବେ ଆସନ୍ତା 9.10.11ତାରିଖ ବ୍ଲକ ସ୍ଥରୀୟ କଳାହାଣ୍ଡି ଉତ୍ସାବ ପାଳନ ହେବ