ବାଲେଶ୍ବର ସଦର: ବାଲେଶ୍ଵରରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା, ଗାନ୍ଧୀ ଜୟନ୍ତୀ ଅବସରରେ କାର୍ଯ୍ୟକ୍ରମ
ବାଲେଶ୍ଵରରେ ବିଜୁ ଜନତା ଦଳ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ ସହ ଜନ ସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ହୋଇଛି। ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେଡି ସରକାରଙ୍କ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଛି ଏବଂ ବର୍ତ୍ତମାନର ସରକାରଙ୍କୁ ସମାଲୋଚନା କରାଯାଇଛି।