ବୌଦ୍ଧ ସଦର: ବୀରନରସିଂହପୁର ସାଧୁଚରଣ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ୍ ବୀରନରସିଂହପୁର ସାଧୁଚରଣ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅଧ୍ୟକ୍ଷ ଓମ ପ୍ରକାଶ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି