Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
Congress
Modi
Delhi
Viral
मारपीट
Crime
Jharkhand
Dm
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh

ଚମ୍ପୁଆ: ଟଣ୍ଟୋ ନିକଟରେ ଭାରସାମ୍ୟ ହରାଇ ଓଲଟିଲା କୋଇଲା ବୋଝେଇ ହାଇୱା

Champua, Kendujhar | Dec 14, 2025
ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ଟଣ୍ଟୋ ନିକଟରେ ଆଜି ଏକ କୋଇଲା ବୋଝେଇ ହାଇୱା ଭାରସାମ୍ୟ ହରାଇ ଓଲଟି ପଡିଥିବା ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ ଗାଡି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାଳକ ଆହତ ହୋଇଥିବା ଜଣାପଡିଛି। ଦୁର୍ଘଟଣା ପରେ କୋଇଲା ଗୁଡ଼ିକ ରାସ୍ତା ଉପରେ ପଡି ରହିଥିବାରୁ ଯାତାୟାତ ପ୍ରଭାବିତ ହୋଇଥିବା ସୂଚନା ରହିଛି।
ଚମ୍ପୁଆ: ଟଣ୍ଟୋ ନିକଟରେ ଭାରସାମ୍ୟ ହରାଇ ଓଲଟିଲା କୋଇଲା ବୋଝେଇ ହାଇୱା - Champua News