ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିରେ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ
ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡିଠାରେ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ, ଶପଥ ପାଠ, ପୁରସ୍କାର ବିତରଣ ଓ ନିର୍ମାଣ ଶ୍ରମିକ କାର୍ଡ ବଣ୍ଟନ କରାଯାଇଛି।