Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

MORE NEWS

କୋରାପୁଟ ଜିଲ୍ଲା ବନ୍ଧୁଗାଁ ଓ ନାରାୟଣପାଟଣା ବ୍ଲକର ବିଭିନ୍ନ ଅଞ୍ଚଳରେ ଥିବା ଜିଓ ଟାୱାରରୁ ଲକ୍ଷାଧିକ ଟଙ୍କାର ବ୍ୟାଟେରୀ ଚୋରି ଘଟଣାର ପର୍ଦାଫାସ କରିଛି ବନ୍ଧୁଗାଁ ପୋଲିସ। ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।ଗିରଫ ଅଭିଯୁକ୍ତଙ୍କ ଠାରୁ ୪୬ଟି ବ୍ୟାଟେରୀ, ୬ଟି ମୋବାଇଲ, ୨ଟି ବାଇକ, ଗୋଟିଏ ପିକଅପ୍ ଭ୍ୟାନ୍ ଓ ଗୋଟିଏ ବୋଲେରୋ ଗାଡ଼ି ଜବତ କରିଛି ପୋଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ମନୋଜ ବେହେରା ସୂଚନା ଦେଇଛନ୍ତି।

କୋରାପୁଟ ଜିଲ୍ଲା ବନ୍ଧୁଗାଁ ଓ ନାରାୟଣପାଟଣା ବ୍ଲକର ବିଭିନ୍ନ ଅଞ୍ଚଳରେ ଥିବା ଜିଓ ଟାୱାରରୁ ଲକ୍ଷାଧିକ ଟଙ୍କାର ବ୍ୟାଟେରୀ ଚୋରି ଘଟଣାର ପର୍ଦାଫାସ କରିଛି ବନ୍ଧୁଗାଁ ପୋଲିସ। ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।ଗିରଫ ଅଭିଯୁକ୍ତଙ୍କ ଠାରୁ ୪୬ଟି ବ୍ୟାଟେରୀ, ୬ଟି ମୋବାଇଲ, ୨ଟି ବାଇକ, ଗୋଟିଏ ପିକଅପ୍ ଭ୍ୟାନ୍ ଓ ଗୋଟିଏ ବୋଲେରୋ ଗାଡ଼ି ଜବତ କରିଛି ପୋଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ମନୋଜ ବେହେରା ସୂଚନା ଦେଇଛନ୍ତି।

Jeypore, Koraput | Aug 17, 2026

ଦାବି ପୂରଣ ନହେଲେ ବଡ଼ ଆନ୍ଦୋଳନ, ରାସ୍ତାକୁ ଓହ୍ଲାଇଲା ଭାରତୀୟ ମଜଦୁର ସଂଘ,
ଶ୍ରମିକମାନଙ୍କ ବିଭିନ୍ନ ଦାବି ପୂରଣ ହେଉନଥିବା ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ ମଜଦୁର ସଂଘ। ରାଞ୍ଚିରେ ଅନୁଷ୍ଠିତ ୧୬୧ତମ କାର୍ଯ୍ୟ ସମିତି ବୈଠକର ନିଷ୍ପତ୍ତି ଅନୁଯାୟୀ ଦେଶର ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ପ୍ରତିବାଦ କରାଯାଇଛି। କୋରାପୁଟରେ ମଧ୍ୟ ଶ୍ରମିକଙ୍କ ଦାବି ନେଇ ବଡ଼ ଧରଣର ପ୍ରତିବାଦ ଦେଖିବାକୁ ମିଳିଛି। ନିଶାଣି ମୁଣ୍ଡାଠାରୁ ଏକ ବିଶାଳ ରାଲିରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ରାଲିରେ ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଅଙ୍ଗନୱାଡି, ଆଶାକର୍ମୀଙ୍କ ସମେତ ବିଭିନ୍ନ ବର୍ଗର କର୍ମଚାରୀ ସାମିଲ ହୋଇଥିଲେ।

ଦାବି ପୂରଣ ନହେଲେ ବଡ଼ ଆନ୍ଦୋଳନ, ରାସ୍ତାକୁ ଓହ୍ଲାଇଲା ଭାରତୀୟ ମଜଦୁର ସଂଘ, ଶ୍ରମିକମାନଙ୍କ ବିଭିନ୍ନ ଦାବି ପୂରଣ ହେଉନଥିବା ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ ମଜଦୁର ସଂଘ। ରାଞ୍ଚିରେ ଅନୁଷ୍ଠିତ ୧୬୧ତମ କାର୍ଯ୍ୟ ସମିତି ବୈଠକର ନିଷ୍ପତ୍ତି ଅନୁଯାୟୀ ଦେଶର ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ପ୍ରତିବାଦ କରାଯାଇଛି। କୋରାପୁଟରେ ମଧ୍ୟ ଶ୍ରମିକଙ୍କ ଦାବି ନେଇ ବଡ଼ ଧରଣର ପ୍ରତିବାଦ ଦେଖିବାକୁ ମିଳିଛି। ନିଶାଣି ମୁଣ୍ଡାଠାରୁ ଏକ ବିଶାଳ ରାଲିରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ରାଲିରେ ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଅଙ୍ଗନୱାଡି, ଆଶାକର୍ମୀଙ୍କ ସମେତ ବିଭିନ୍ନ ବର୍ଗର କର୍ମଚାରୀ ସାମିଲ ହୋଇଥିଲେ।

Jeypore, Koraput | Aug 17, 2026

ରାଜକନିକା ଥାନା ରେ ଥଲେସେମିଆ ରୋଗୀ ମାନଙ୍କ ପାଇଁ ରକ୍ତଦାନ ଶିବିର.
#odianews #OdishaPolitics #OdiaEntertainment
#dinaratitv #currentaffairs #odianews
#dinaratitv #currentaffairs #odianews #latestnews #news #odishaupdates

ରାଜକନିକା ଥାନା ରେ ଥଲେସେମିଆ ରୋଗୀ ମାନଙ୍କ ପାଇଁ ରକ୍ତଦାନ ଶିବିର. #odianews #OdishaPolitics #OdiaEntertainment #dinaratitv #currentaffairs #odianews #dinaratitv #currentaffairs #odianews #latestnews #news #odishaupdates

Jeypore, Koraput | Aug 17, 2026

- Jeypore News