ବାଲେଶ୍ବର ସଦର: ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାଳିତ ହେଲା ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ। ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଧାୟକ ମାନସ କୁମାର ଦତ୍ତ ଓ ଜିଲ୍ଲାପାଳଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।