Public App Logo
ମାଲକାନଗିରି : ସହିଦ ନରସିଂହ ଡ଼ମ ସମାଜର ସଦସ୍ୟମାନେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଡ଼ମ ସମ୍ପ୍ରଦାୟର ବିଭିନ୍ନ ସମସ୍ୟା ଓ ଦାବି ନେଇ ଦାବିପତ୍ର ପ୍ରଦାନ କରିଛନ୍ତି। #Malkangiri - Malkangiri News