ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିରେ ଗୀତା ଆବୃତ୍ତି ପ୍ରତିଯୋଗିତା: କୃତୀ ଛାତ୍ରୀ ପୁରସ୍କୃତ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଗୌରହରୀ ପାଠାଗାର ପକ୍ଷରୁ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ଚତୁର୍ଥରୁ ଅଷ୍ଟମ ଶ୍ରେଣୀର ଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ।