ବାରିପଦା ସଦର: ଗାନ୍ଧୀ ଜୟନ୍ତୀ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନାଚକ୍ର
ଗାନ୍ଧୀ ଜୟନ୍ତୀ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗାନ୍ଧିଜୀଙ୍କ ଜୀବନଦର୍ଶନ ଓ ଆଦର୍ଶ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।