ଚମ୍ପୁଆ: କେନ୍ଦୁଝର ବାରିଆ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
କେନ୍ଦୁଝର ଜିଲ୍ଲା ବାରିଆ ସ୍ଥିତ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପରିସରରେ ଏକ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଛି। ଶିବିରରେ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ସ୍ୱାସ୍ଥ୍ୟ ସୁରକ୍ଷା ନେଇ ସଚେତନତା ସୃଷ୍ଟି କରାଯାଇଛି।