ବାଲେଶ୍ବର ସଦର: ବେତନଟୀ AEE ଅରବିନ୍ଦ ମହାନ୍ତିଙ୍କ 10ଟି ଠିକଣାରେ ଭିଜିଲାନ୍ସ ଚଢ଼ାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେତନଟୀ ଆର ଆଣ୍ଡ ବି ସବ-ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କ ୧୦ଟି ଠିକଣାରେ ଭିଜିଲାନ୍ସର ଏକକାଳୀନ ଚଢ଼ାଉ। ମୟୂରଭଞ୍ଜ, ବାଲେଶ୍ୱର ଓ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଯାଞ୍ଚ ପ୍ରକ୍ରିୟା ଜାରି।