ରାୟଗଡା: ବିଷମକଟକ ବ୍ଲକର ବିଭିନ୍ନ ପଞ୍ଚାୟତରେ ଅନୁଷ୍ଠିତ ହେଲା ସ୍ୱତନ୍ତ୍ର ପଲ୍ଲୀସଭା
ବିଷମକଟକ ବ୍ଲକର ବିଭିନ୍ନ ପଞ୍ଚାୟତରେ ସ୍ୱତନ୍ତ୍ର ପଲ୍ଲୀସଭା ଅନୁଷ୍ଠିତ ହୋଇଯାଇଛି । ସଭାରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଓ ଗମନାଗମନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଛି । ଜନସାଧାରଣଙ୍କ ସମସ୍ୟା ସମାଧାନ ପାଇଁ ପ୍ରଶାସନ ପ୍ରତିଶ୍ରୁତି ଦେଇଛି ।