ହିଞ୍ଜିଳି: କଇଠଖଣ୍ଡି ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହେଲା ସ୍ୱତନ୍ତ୍ର ଗ୍ରାମସଭା
କଇଠଖଣ୍ଡି ଗ୍ରାମ ପଞ୍ଚାୟତରେ ଆଜି ଏକ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗ୍ରାମର ବିକାଶ ଓ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରାଯାଇଛି। ସ୍ଥାନୀୟ ଜନପ୍ରତିନିଧି ଓ ଗ୍ରାମବାସୀ ଏଥିରେ ସାମିଲ ହୋଇଥିଲେ।