ସୋରଡା: ବେଲଗୁଣ୍ଠା: ଖଇରପୁଟିରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ସ୍ୱଚ୍ଛତା ସଚେତନତା
Surada, Ganjam | Oct 5, 2026 ବେଲଗୁଣ୍ଠା ବ୍ଲକର ଖଇରପୁଟି ଗ୍ରାମ ପଞ୍ଚାୟତରେ ପଥପ୍ରାନ୍ତ ନାଟକ ଜରିଆରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସ୍ୱଚ୍ଛତା, ପରିମଳ, ପାନୀୟ ଜଳ, ସ୍ୱାସ୍ଥ୍ୟ ଏବଂ ସରକାରୀ ଯୋଜନା ସମ୍ପର୍କରେ ଜନସଚେତନତା ସୃଷ୍ଟି କରାଯାଇଛି।