କଳାହାଣ୍ଡି: ସନ୍ଧିକୁଲିଆରୀରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲବଣୀ କୁମାର ନାୟକଙ୍କୁ ଭବ୍ୟ ସମ୍ବର୍ଦ୍ଧନା
Kalahandi, Kalahandi | Oct 1, 2026
କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲବଣୀ କୁମାର ନାୟକଙ୍କୁ ସନ୍ଧିକୁଲିଆରୀ ମାଁ ଲଙ୍କେଶ୍ଵରୀ ମନ୍ଦିର ପ୍ରାଙ୍ଗଣରେ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।