Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh

ମହୁଲପାଲି: କବରିବାହାଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ରେ ରକ୍ତଦାନ ଶିବିର ଅନୁଷ୍ଠିତ

Mahulpalli, Sambalpur | Sep 20, 2025
ବାମରା ବ୍ଲକ କେଶାଇବାହାଲ ବିଜେପି ମଣ୍ଡଳ ପକ୍ଷରୁ କବରିବାହାଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସେବା ପକ୍ଷ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶନିବାର ସକାଳ ୧୦ ଟାରୁ ସନ୍ଧ୍ୟା ୬ ଟା ମଧ୍ୟରେ ଆୟୋଜିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମ ରେ ବାମରା ବ୍ଲକ ଅଧ୍ୟକ୍ଷା ପିଙ୍କି ଧୁରୁଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉତ୍ସାହିତ କରିଥିଲେ। ଉକ୍ତ ଶିବିର ରେ ମୋଟ ୭୮ ଜଣ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।