Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
Congress
Modi
Delhi
Viral
मारपीट
Crime
Jharkhand
Dm
Up
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
Uttarpradesh
No video available

ନନ୍ଦନକାନନ: ରାଜଧାନୀରୁ ହାଇ ପ୍ରୋଫାଇଲ ଦମ୍ପତି ଗିରଫ ଘଟଣା, ରଘୁନାଥପୁର ଅଫିସରେ ଆୟକର ବିଭାଗର ଖୋଳତାଡ

Nandankanan, Khordha | Jan 7, 2025
ନର୍ଲାରୁ ଦିଲ୍ଲୀ ଓ ପରେ ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଥିଲା ମହାଠକେଇର ମାୟାଜାଲ । ଅତି ଚତୁରତାର ସହ କୋଟି କୋଟି ଟଙ୍କାର ଚୁନା ଲଗାଉଥିଲେ । ନିଜକୁ ପତି-ପତ୍ନୀର ପରିଚୟ ଦେବା ସହ ଚଳାଇଥିଲେ ସାଂଘାତିକ ରାକେଟ୍ ଓ ଠୁଳ କରିଥିଲେ କୋଟି କୋଟି ଟଙ୍କା। ରାଜଧାନୀର ଛାତି ଉପରେ ଅତି ଚତୁରତାର ସହ ଦୀର୍ଘ ଦିନ ହେଲା ରାକେଟ ଚଳାଇଥିବା ବଣ୍ଟି- ବବଲି ଯୋଡ଼ିଙ୍କୁ ବାନ୍ଧି ସାରିଛି ପୁଲିସ୍‌। ବିନା ଲୋନ୍‌ରେ ଦାମୀ କାର୍‌ କିଣିବାକୁ ନେଇ ବିବାଦରେ ପଡ଼ିଥିଲେ ହଂସିତା ଅଭିଲିପ୍ସା ଓ ତାଙ୍କ ପାର୍ଟନର ଅନୀଲ ମହାନ୍ତି । ମହାଠକ ହଂସିତା ଅଭିଲିପ୍ସାଙ୍କ ଘର ସମେତ ଅଫିସରେ ଚଢ଼ାଉ କରିଛି ଆୟକର ଟିମ

MORE NEWS