Public App Logo
ଆଶା କର୍ମୀଙ୍କୁ ଦୁଷ୍କର୍ମ ଅଭିଯୋଗ। କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନରେ ରାଙ୍ଗିନିଗୁଡ଼ା ଗ୍ରାମର ଜଣେ ଆଶା କର୍ମୀଙ୍କୁ ନନ୍ଦକା ସରପଞ୍ଚଙ୍କ ପୁଅ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଥିବା ଜଣାପଡ଼ିଛି। - Jeypore News