କୁଜଙ୍ଗ: ଗାନ୍ଧୀ ଜୟନ୍ତୀରେ କୁଜଙ୍ଗ ବ୍ଲକ କଂଗ୍ରେସ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି
ଗାନ୍ଧୀ ଜୟନ୍ତୀରେ କୁଜଙ୍ଗ ବ୍ଲକ କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ। ପୂର୍ବତନ ବିଧାୟକ ପ୍ରାର୍ଥୀ ନିରଞ୍ଜନ ନାୟକଙ୍କ ସମେତ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତି ଏବଂ ଅନ୍ୟ ନେତାମାନେ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।