ପଟ୍ଟାଙ୍ଗୀ: ପଟାଙ୍ଗୀରେ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ଶୋଭାଯାତ୍ରା
ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ପଟାଙ୍ଗୀରେ କଂଗ୍ରେସ ପକ୍ଷରୁ ‘ସମ୍ବିଧାନ ବଞ୍ଚାଅ, ଭୋଟ୍ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ବିଧାୟକ ରାମଚନ୍ଦ୍ର କାଡାମ ଯୋଗଦେଇ ଗଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ପାଇଁ ଆହ୍ୱାନ ଦେଇଛନ୍ତି।