Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
image
image
image
image

ମାଥିଲି ଆଇ.ଟି.ଆଇ.ରେ ଇ-ବାହନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ରଖିଲେ ମାନ୍ୟବର ମନ୍ତ୍ରୀ I ସରକାରୀ ଆଇ.ଟି.ଆଇ.ରେ ୪.୮ କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ହେବାକୁ ଥିବା ‘ଇଲେକ୍ଟ୍ରିକ୍ ଭେହିକିଲ୍ ଟେକ୍ନୋଲୋଜି’ ର ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମାନ୍ୟବର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ। ଏହାସହ ଅନୁଷ୍ଠାନର ଶିକ୍ଷାଦାନ ଓ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ମାନ୍ୟବର ମନ୍ତ୍ରୀ ସେଠାରେ ଏକ ଇଞ୍ଜିନିୟରିଂ ଡ୍ରଇଂ ଲ୍ୟାବ୍, ଅନଲାଇନ୍ କ୍ଲାସରୁମ୍ ଏବଂ ସମ୍ମିଳନୀ କକ୍ଷର ଉଦ୍‌ଘାଟନ କରିଛନ୍ତି। #Mathili

Malkangiri, Malkangiri | Aug 14, 2026

MORE NEWS

ମାଥିଲି ଆଇ.ଟି.ଆଇ.ରେ ଇ-ବାହନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ରଖିଲେ ମାନ୍ୟବର ମନ୍ତ୍ରୀ I ସରକାରୀ ଆଇ.ଟି.ଆଇ.ରେ ୪.୮ କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ହେବାକୁ ଥିବା ‘ଇଲେକ୍ଟ୍ରିକ୍ ଭେହିକିଲ୍ ଟେକ୍ନୋଲୋଜି’ ର ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମାନ୍ୟବର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ। ଏହାସହ ଅନୁଷ୍ଠାନର ଶିକ୍ଷାଦାନ ଓ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ମାନ୍ୟବର ମନ୍ତ୍ରୀ ସେଠାରେ ଏକ ଇଞ୍ଜିନିୟରିଂ ଡ୍ରଇଂ ଲ୍ୟାବ୍, ଅନଲାଇନ୍ କ୍ଲାସରୁମ୍ ଏବଂ ସମ୍ମିଳନୀ କକ୍ଷର ଉଦ୍‌ଘାଟନ କରିଛନ୍ତି। #Mathili - Malkangiri News