ପାରଳାଖେମୁଣ୍ଡି: ଗଜପତି: ଗାନ୍ଧୀ ଜୟନ୍ତୀ ପାଇଁ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଆସନ୍ତା ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଅକ୍ଟୋବର ୨ ତାରିଖରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ।