ମୋହନା: ମୋହନାରେ ଗୁଣି ଗାରେଡ଼ି ସନ୍ଦେହରେ ବ୍ୟକ୍ତିଙ୍କୁ ପିଟି ହତ୍ୟା ଓ ପୋଡ଼ିଦେଲେ, ୫ ଅଟକ
ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ଜଣେ ୫୦ ବର୍ଷୀୟ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେଲେ ଗ୍ରାମବାସୀ। ଘଟଣାରେ ପୁଲିସ ୫ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି।