ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିରେ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ବିଧାୟକ
ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଜନ ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ଓ ନୂତନ ପାଣି ଟାଙ୍କି ପରିଦର୍ଶନ କରିଛନ୍ତି। ସହରରେ ନିରବଚ୍ଛିନ୍ନ ଜଳ ଯୋଗାଣ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।