କବିସୂର୍ଯ୍ୟନଗର: କୋଦଳା ପିଏମ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
କୋଦଳା ଏନଏସି ସ୍ଥିତ ପିଏମ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ନଗରପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ପ୍ରକଳ୍ପ ବୁଲି ଦେଖିବା ସହ ସେମାନଙ୍କୁ ଉତ୍ସାହିତ କରିଛନ୍ତି।