Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Jharkhand
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी

କଣ୍ଟାବାଞ୍ଜି: ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

Kantabanji, Balangir | Feb 19, 2026
କଣ୍ଟାବାଞ୍ଜି ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅତି ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲାବଣ୍ୟ ବତୀ ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଓ ସଂସ୍କାର ଦିଗରେ ଉତ୍ସାହିତ କରିଥିଲେ।
କଣ୍ଟାବାଞ୍ଜି: ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ - Kantabanji News