ବିଜେପୁର: ବରଗଡ଼ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କଲେ ଅତିରିକ୍ତ ନିର୍ଦ୍ଦେଶିକା
ଭୁବନେଶ୍ୱରସ୍ଥିତ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶିକା ବନ୍ଦନା ମହାପାତ୍ର ବରଗଡ଼ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ସ୍କୁଲର ଶୈକ୍ଷିକ ଓ ଭିତ୍ତିଭୂମି ବିକାଶର ସମୀକ୍ଷା କରିଛନ୍ତି।