ଗରାବନ୍ଧା: ଗଜପତି: ଗାନ୍ଧିଜୟନ୍ତୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା
ଗଜପତି ଜିଲ୍ଲା ଗୋଷାଣୀ ବ୍ଲକରେ ଗାନ୍ଧିଜୟନ୍ତୀ ଅବସରରେ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ। ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଦଳୀୟ ନେତା ଓ କର୍ମୀମାନେ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଛନ୍ତି।