Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
No video available

ଜଗତପୁର: ବାରଙ୍ଗ ଥାନା ଅନ୍ତର୍ଗତ ମଧୁବନ ଗ୍ରାମ ନିକଟରେ ରବିବାର ସରକାରୀ ଜମିରେ ଦୋକାନ କରିବାକୁ ନେଇ ଗଣ୍ଡଗୋଳ ଘଟଣାରେ ୩ଜଣ ଆହତ । ୨ଜଣ ଥାନାରେ ଅଟକ।

Jagatpur, Cuttack | Apr 30, 2025
ବାରଙ୍ଗ ଥାନା ଅନ୍ତର୍ଗତ ମଧୁବନ ଗ୍ରାମ ନିକଟରେ ସରକାରୀ ଜମିରେ ଦୋକାନ କରିବାକୁ ନେଇ ରବିବାର ଅପରାହ୍ନ ୪ଟାରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ୩ଜଣ ଆହତ ହୋଇଥିବା ବେଳେ ଦୁଇଜଣଙ୍କୁ ପୋଲିସ ଅଟକ ରଖିଛି ।ମଧୁବନ ଗ୍ରାମର ଲିକୁନ ରାଉତ(୨୫) ନାମକ ଯୁବକ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା କଡ଼ ସରକାରୀ ଜମିରେ ଏକ ପାନ ଦୋକାନ କରି ନିଜର ଗୁଜୁରାଣ ମେଣ୍ଟାଉଥିଲେ। ବୁଧବାର ୪ଟାରେ  ଉକ୍ତ ଗ୍ରାମର ଶଙ୍କର ରାଉଳ ଓ ତାର ସହଯୋଗୀ ମାନେ  ଆସି ଲିକୁନ କରିଥିବା ଦୋକାନ କଡ଼ରେ ଦୋକାନ କରିବା ନେଇ ବାଉଁଶ ପୋତି ଥିଲେ, ଏହାକୁ ନେଇ ଗଣ୍ଡଗୋଳ ହୋଇଥିଲା।

MORE NEWS