ବାଲେଶ୍ବର ସଦର: ବାଲେଶ୍ୱର: ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି, ଦୁଇ ଶହରୁ ଅଧିକ ଅଭିଯୋଗ ପଞ୍ଜିକୃତ
ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଦୁଇ ଶହରୁ ଅଧିକ ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସମସ୍ୟାର ଶୁଣାଣି କରିଛନ୍ତି।