କେନ୍ଦ୍ରାପଡା: କେନ୍ଦ୍ରାପଡ଼ାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ
କେନ୍ଦ୍ରାପଡ଼ା ସାନ୍ତସାହିସ୍ଥିତ ଶ୍ରୀ ବଳଦେବଜୀଉ କଲ୍ୟାଣ ମଣ୍ଡପରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ରଘୁରାମ ଆୟର ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।